ପ୍ରକାଶିତ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।” Faic an caibideilପବିତ୍ର ବାଇବଲ (Re-edited) - (BSI)11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି। Faic an caibideilଓଡିଆ ବାଇବେଲ11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି । Faic an caibideilପବିତ୍ର ବାଇବଲ (CL) NT (BSI)11 “ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।” Faic an caibideilପବିତ୍ର ବାଇବଲ11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।” Faic an caibideil |