ପ୍ରକାଶିତ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ। Faic an caibideilଓଡିଆ ବାଇବେଲ3 ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତ ମଣି (ଉଜ୍ଜ୍ୱଳ ସବୁଜ ରଙ୍ଗର ମର୍କତ ମଣି) ତୁଲ୍ୟ । Faic an caibideilପବିତ୍ର ବାଇବଲ (CL) NT (BSI)3 ତାଙ୍କର ମୁଖ ହୀରା ଓ ମାଣିକ୍ୟ ପରି ଝଟକୁ ଥିଲା ଓ ସିଂହାସନକୁ ମର୍କତ ମଣି ସଦୃଶ ଗୋଟିଏ ଇନ୍ଦ୍ରଧନୁ ବେଷ୍ଟନ କରି ରହିଥିଲା। Faic an caibideilପବିତ୍ର ବାଇବଲ3 ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା। Faic an caibideil |