ପ୍ରକାଶିତ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। Faic an caibideilଓଡିଆ ବାଇବେଲ4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ । Faic an caibideilପବିତ୍ର ବାଇବଲ (CL) NT (BSI)4 ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। Faic an caibideilପବିତ୍ର ବାଇବଲ4 ସେହି ସିଂହାସନର ଗ୍ଭରିପାଖରେ ଆଉ ଚବିଶ୍ଟି ସିଂହାସନ ଥିଲା। ସେହି ଚବିଶ୍ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।