ପ୍ରକାଶିତ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, Faic an caibideilପବିତ୍ର ବାଇବଲ (Re-edited) - (BSI)9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, Faic an caibideilଓଡିଆ ବାଇବେଲ9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, Faic an caibideilପବିତ୍ର ବାଇବଲ (CL) NT (BSI)9 ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ Faic an caibideilପବିତ୍ର ବାଇବଲ9 ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି। Faic an caibideil |