ପ୍ରକାଶିତ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ। Faic an caibideilଓଡିଆ ବାଇବେଲ10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । Faic an caibideilପବିତ୍ର ବାଇବଲ (CL) NT (BSI)10 ପୁଣି ଈଶ୍ୱରଙ୍କର ସେବା କରିବା ନିମନ୍ତେ ସେମାନଙ୍କୁ ଏକ ଯାଜକ ଗୋଷ୍ଠୀରେ ପରିଣତ କରିଅଛ ଏବଂ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” Faic an caibideilପବିତ୍ର ବାଇବଲ10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।” Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।