ପ୍ରକାଶିତ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ, Faic an caibideilପବିତ୍ର ବାଇବଲ (Re-edited) - (BSI)16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ, Faic an caibideilଓଡିଆ ବାଇବେଲ16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ, Faic an caibideilପବିତ୍ର ବାଇବଲ (CL) NT (BSI)16 ସେମାନେ ପର୍ବତ ଓ ଶିଳା ଖଣ୍ଡଗୁଡ଼ିକୁ ଡ଼ାକି କହୁଥିଲେ, “ଆମ ପରେ ପଡ଼ - ସିଂହାସନୋପବିଷ୍ଟ ସେହି ବ୍ୟକ୍ତିଙ୍କ ଦୃଷ୍ଟିରୁ ଓ ମେଷଶାବକଙ୍କ କୋପରୁ ଆମକୁ ଲୁଚାଇ ରଖ। Faic an caibideilପବିତ୍ର ବାଇବଲ16 ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ। Faic an caibideil |