ପ୍ରକାଶିତ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍। Faic an caibideilଓଡିଆ ବାଇବେଲ12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍ । Faic an caibideilପବିତ୍ର ବାଇବଲ (CL) NT (BSI)12 “ଆମେନ୍! ପ୍ରଶଂସା, ଗୌରବ, ପ୍ରଜ୍ଞା, ଧନ୍ୟବାଦ, ସମ୍ଭ୍ରମ, କ୍ଷମତା ଓ ପରାକ୍ରମ ଯୁଗେ ଯୁଗେ ଈଶ୍ୱରଙ୍କର ପ୍ରାପ୍ୟ, ଆମେନ୍!" Faic an caibideilପବିତ୍ର ବାଇବଲ12 ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!” Faic an caibideil |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।