Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଅଶ୍ଵାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

16 ପୁଣି ମୁଁ ଦେଖିଲି, ଗୋଟିଏ ବିରାଟ ଅଶ୍ୱାରୋହୀ। ସୈନ୍ୟବାହିନୀ। ସେମାନଙ୍କର ସଂଖ୍ୟା କୋଡ଼ିଏ କୋଟି ବୋଲି ମୋତେ ଜଣାଇ ଦିଆଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଅଶ୍ୱାରୋହୀ ସୈନ୍ୟ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।

Faic an caibideil Dèan lethbhreac




ପ୍ରକାଶିତ 9:16
7 Iomraidhean Croise  

ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।


ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;


ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।


ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।


ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,


Lean sinn:

Sanasan


Sanasan