ପ୍ରକାଶିତ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଳେଶ ଦ୍ଵାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ। Faic an caibideilଓଡିଆ ବାଇବେଲ18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ । Faic an caibideilପବିତ୍ର ବାଇବଲ (CL) NT (BSI)18 ପୁଣି ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକରୂପ ତିନୋଟି ମହାମାରୀ ନିର୍ଗତ ହେଲା। ଏହି ମହାମାରୀଗୁଡ଼ିକର ପ୍ରାଦୁର୍ଭାବରେ ମନୁଷ୍ୟ ଜାତିର ଏକ ତୃତୀୟାଂଶ ମୃତ୍ୟୁ ମୁଖରେ ପଡ଼ିଲେ। Faic an caibideilପବିତ୍ର ବାଇବଲ18 ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ। Faic an caibideil |