ପ୍ରକାଶିତ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ। Faic an caibideilଓଡିଆ ବାଇବେଲ21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)21 ସେମାନେ ମନ ପରିବର୍ତ୍ତନ ନ କରି ନରହତ୍ୟା, ଗୁଣି ବିଦ୍ୟା, ଲମ୍ପଟାଚରଣ ଓ ଚୌର୍ଯ୍ୟ ବୃତ୍ତିରେ ଲିପ୍ତ ରହିଲେ। Faic an caibideilପବିତ୍ର ବାଇବଲ21 ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।