Biblia Todo Logo
Bìoball air-loidhne

- Sanasan -




ରୋମୀୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସେ ରୋମରେ ଥିବା ଈଶ୍ଵରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ସେ ରୋମରେ ଥିବା ଈଶ୍ୱରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ଧର୍ମଶାସ୍ତ୍ରରେ ଉଲ୍ଲେଖ ଥିବା ଅନୁଯାୟୀ ଏହି ସୁସମାଚାର ସମ୍ପର୍କରେ ଈଶ୍ୱର ବହୁ ପୁରା କାଳରୁ ତାଙ୍କ ଭାବବାଦୀମାନଙ୍କ ଦ୍ୱାରା ପ୍ରତିଶ୍ରୁତି ଦେଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି।

Faic an caibideil Dèan lethbhreac




ରୋମୀୟ 1:2
10 Iomraidhean Croise  

ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,


ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।


ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,


ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।


କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


Lean sinn:

Sanasan


Sanasan