ରୋମୀୟ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)2 କାରଣ ଜୀବନଦାୟକ ଆତ୍ମାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛିମ। Faic an caibideilଓଡିଆ ବାଇବେଲ2 କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି । Faic an caibideilପବିତ୍ର ବାଇବଲ (CL) NT (BSI)2 ପବିତ୍ରଆତ୍ମା ଯେଉଁ ବ୍ୟବସ୍ଥା ଦ୍ୱାରା ଆମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରି ଜୀବନ ଦେଇଛନ୍ତି, ତଦ୍ଦ୍ୱାରା ଆମେ ପାପ ଓ ମୃତ୍ୟୁର ବ୍ୟବସ୍ଥାରୁ ମୁକ୍ତ ହୋଇଛୁ। Faic an caibideilପବିତ୍ର ବାଇବଲ2 ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି। Faic an caibideil |