ରତର ବିବରଣ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)15 ସେ ତାକୁ କହିଲା, ଦେଖ, ତୁମ୍ଭର ଜାଆ ଆପଣା ଲୋକମାନଙ୍କ ଓ ଆପଣା ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ହିଁ ଆପଣା ଜାଆ ପଛେ ଫେରି ଯାଅ। Faic an caibideilଓଡିଆ ବାଇବେଲ15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରି ଯାଅ।” Faic an caibideilପବିତ୍ର ବାଇବଲ15 ନୟମୀ କହିଲା, “ଦେଖ, ତୁମ୍ଭର ଯାଆ ତା'ର ନିଜର ଲୋକମାନଙ୍କ ନିକଟକୁ ପୁଣି ଆପଣା ଦେବତାମାନଙ୍କ ନିକଟକୁ ଫେରିଗଲେ। ତୁମ୍ଭେ ମଧ୍ୟ ସେହିପରି କରିବା ଉଚିତ୍।” Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”