ରତର ବିବରଣ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼-ମନସ୍କ ଅଟେ, ଏହା ଦେଖି ସେ ତାହାକୁ କଥା କହିବାରୁ କ୍ଷା; ହେଲା। Faic an caibideilଓଡିଆ ବାଇବେଲ18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା। Faic an caibideilପବିତ୍ର ବାଇବଲ18 ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ଯିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ଯୁକ୍ତି ବନ୍ଦ କଲେ। Faic an caibideil |