ରତର ବିବରଣ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?” Faic an caibideilପବିତ୍ର ବାଇବଲ (Re-edited) - (BSI)19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥ୍ଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥ୍ଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀ ଲୋକମାନେ କହିଲେ, ଏ କି ନୟମୀ? Faic an caibideilଓଡିଆ ବାଇବେଲ19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀ ଲୋକମାନେ କହିଲେ, “ଏ କି ନୟମୀ ?” Faic an caibideilପବିତ୍ର ବାଇବଲ19 ନୟମୀ ଏବଂ ଋତ ବୈଥ୍ଲେହମକୁ ଗଲେ। ସେମାନେ ଯେତେବେଳେ ବୈଥ୍ଲେହମରେ ପ୍ରବେଶ କଲେ, ଲୋକମାନେ ଉତ୍ସୁକ ହେଲେ ଓ କହିଲେ, “ଏ କ’ଣ ପ୍ରକୃତରେ ନୟମୀ?” Faic an caibideil |