Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସେ ଲୋକର ନାମ ଏଲିମେଲକ ଓ ତାହାର ଭାର୍ଯ୍ୟାର ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କର ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥ୍ଲିହିମ-ଯିହୁଦାର ଏଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେହି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦୁଇ ପୁତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିୟୋନ। ସେମାନେ ଥିଲେ, ଯିହୁଦାର ବୈ‌ଥ୍‌ଲେହମରୁ ଏଫ୍ରାଥିୟ ଲୋକ। ସେମାନେ ମୋୟାବର ପର୍ବତମୟ ଦେଶକୁ ଗଲେ ଓ ସେଠାରେ ବସବାସ କଲେ।

Faic an caibideil Dèan lethbhreac




ରତର ବିବରଣ 1:2
11 Iomraidhean Croise  

ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।


ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।


ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।


ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।


ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।


ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;


ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।


ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।


Lean sinn:

Sanasan


Sanasan