Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?

Faic an caibideil Dèan lethbhreac

ଓଡିଆ ବାଇବେଲ

21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋ’ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ ?”

Faic an caibideil Dèan lethbhreac

ପବିତ୍ର ବାଇବଲ

21 ଯେତେବେଳେ ମୁଁ ଏହି ସ୍ଥାନ ଛାଡ଼ିଲି, ମୋର ସବୁକିଛି ଥିଲା, କିନ୍ତୁ ସଦାପ୍ରଭୁ ମୋତେ ଖାଲି ହାତରେ ଘରକୁ ଫେରାଇ ଆଣିଲେ। ସଦାପ୍ରଭୁ ମୋତେ ଦୁଃଖ ଦେଇଅଛନ୍ତି, ତେଣୁ ତୁମ୍ଭେମାନେ ମୋତେ ‘ନୟମୀ’ ବୋଲି କାହିଁକି ଡାକୁଅଛୁ? ସର୍ବଶକ୍ତିମାନ ପରମେଶ୍ୱର ମୋତେ ଅନେକ ଦୁଃଖ ଦେଇଛନ୍ତି ଏବଂ ମୋ’ ଉପରକୁ ବହୁତ ଅସୁବିଧା ଆଣିଛନ୍ତି।”

Faic an caibideil Dèan lethbhreac




ରତର ବିବରଣ 1:21
8 Iomraidhean Croise  

ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।


କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ ଓ ମୋʼ ଯୌବନ କାଳର ଅପରାଧ ଭୋଗ କରାଉଅଛ;


ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ।


କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।”


Lean sinn:

Sanasan


Sanasan