Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆଗତା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥ୍ଲିହିମରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହେବା ସମୟରେ ନୟମୀ ଏବଂ ତା'ର ପୁତ୍ରବଧୂ ଋତ ମୋୟାବର ପାର୍ବତ୍ୟ ଦେଶରୁ ବୈ‌ଥ୍‌ଲେହମକୁ ଫେରି ଆସିଲେ।

Faic an caibideil Dèan lethbhreac




ରତର ବିବରଣ 1:22
6 Iomraidhean Croise  

ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍‍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।


ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।


ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।


ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।


Lean sinn:

Sanasan


Sanasan