ରତର ବିବରଣ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଦୁଇ ଜଣ ଆପଣା ଆପଣା ସ୍ଵାମୀ ଗୃହରେ ଯେପରି ଆଶ୍ରୟ ପାଅ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ; ଅନନ୍ତର ସେ ସେମାନଙ୍କୁ ଚୁମ୍ଵନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ଵରରେ ରୋଦନ କଲେ। Faic an caibideilଓଡିଆ ବାଇବେଲ9 ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ,” ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ୱରରେ ରୋଦନ କଲେ। Faic an caibideilପବିତ୍ର ବାଇବଲ9 ମୁଁ ପ୍ରାର୍ଥନା କରୁଛି ଯେ, ସଦାପ୍ରଭୁ ତୁମ୍ଭ ପ୍ରତ୍ୟେକଙ୍କୁ ନୂତନ ସ୍ୱାମୀ ଏବଂ ସୁରକ୍ଷିତ ଘର ଦିଅନ୍ତୁ।” ନୟମୀ ତା'ର ପୁତ୍ରବଧୂମାନଙ୍କୁ ଚୁମ୍ବନ ଦେଲା ଓ ସେମାନେ ସମସ୍ତେ କ୍ରନ୍ଦନ କଲେ। Faic an caibideil |