Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ନୟମୀର ସ୍ଵାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଏକ ଜଣ ମହାବିକ୍ରମଶାଳୀ ଜ୍ଞାତି ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ବୈଥିଲେହମରେ ଜଣେ ଧନୀ ବ୍ୟକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋୟାଜ। ବୋୟାଜ ଥିଲେ ଏଲିମେଲକର ପରିବାରରୁ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧୁ।

Faic an caibideil Dèan lethbhreac




ରତର ବିବରଣ 2:1
13 Iomraidhean Croise  

ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;


ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,


ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,


ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।


ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”


ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।


ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।


ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍‍


Lean sinn:

Sanasan


Sanasan