ରତର ବିବରଣ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’” Faic an caibideilପବିତ୍ର ବାଇବଲ (Re-edited) - (BSI)21 ମୋୟାବ-ଦେଶୀୟା ରୂତ କହିଲା, ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟଚ୍ଛେଦନ ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ। Faic an caibideilଓଡିଆ ବାଇବେଲ21 ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟକାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋ’ ଯୁବାମାନଙ୍କ ସଙ୍ଗରେ ଥାଅ।” Faic an caibideilପବିତ୍ର ବାଇବଲ21 ଏହା ପରେ ମୋୟାବ ଦେଶୀୟ ଋତ କହିଲା, “ବୋୟାଜ ଫେରି ଆସିବାକୁ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ଯ୍ୟ କରିବାକୁ ପଗ୍ଭରିଲେ, ଯେପର୍ଯ୍ୟନ୍ତ ଅମଳ ଶେଷ ହୋଇ ନାହିଁ।” Faic an caibideil |