Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ଏଣୁ ଯବ ଓ ଗହମ ଶସ୍ୟଚ୍ଛେଦନ ସମାପ୍ତି ପର୍ଯ୍ୟନ୍ତ ସେ ରାଁ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ଆପଣା ଶାଶୁ ସହିତ ବାସ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ଏଣୁ ଯବ ଓ ଗହମ ଶସ୍ୟକାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

23 ତେଣୁ ଋତ ବୋୟାଜଙ୍କର ସେହି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଟ ଭାବରେ କାର୍ଯ୍ୟ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପର୍ଯ୍ୟନ୍ତ ସଂଗ୍ରହ କରି ଗ୍ଭଲିଲେ। ତା'ପରେ ସେ ଗହମ ଅମଳ ଶେଷ ପର୍ଯ୍ୟନ୍ତ ସେଠାରେ କାର୍ଯ୍ୟ କଲେ, ଏବଂ ତାଙ୍କର ଶାଶୁଙ୍କ ସହିତ ରହିବାକୁ ଲାଗିଲା।

Faic an caibideil Dèan lethbhreac




ରତର ବିବରଣ 2:23
11 Iomraidhean Croise  

ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।


ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।


ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।


ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।


ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।


ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”


ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?


Lean sinn:

Sanasan


Sanasan