Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଏହା ପରେ ବୋୟାଜ କହିଲା, ହେ ଯୁବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ତୁମ୍ଭେ ମୋ’ ପ୍ରତି ଅନେକ ଦୟା ଦେଖାଇଛ। ତୁମ୍ଭର ମୋ’ ପ୍ରତି ଦୟା ପୂର୍ବରୁ ନୟମୀକୁ ଦେଖାଇଥିବା ଦୟାଠାରୁ ଆହୁରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ଯୁବକକୁ ଠିକ୍ କରି ବିବାହ କରିପାରିଥା’ନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ।

Faic an caibideil Dèan lethbhreac




ରତର ବିବରଣ 3:10
8 Iomraidhean Croise  

“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”


ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।


ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମ ଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହାଯାଇଅଛି।


ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”


ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”


ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”


ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”


Lean sinn:

Sanasan


Sanasan