Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ଭାର୍ଯ୍ୟା ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଏହିପରି ଭାବରେ ବୋୟାଜ ଋତକୁ ବିବାହ କଲେ। ସଦାପ୍ରଭୁ ଋତକୁ ଆଶୀର୍ବାଦ କରନ୍ତେ ସେ ଗର୍ଭବତୀ ହେଲା, ଏବଂ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା।

Faic an caibideil Dèan lethbhreac




ରତର ବିବରଣ 4:13
12 Iomraidhean Croise  

ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।


ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”


ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”


ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;


ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”


ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।


ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।


Lean sinn:

Sanasan


Sanasan