Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;

Faic an caibideil Dèan lethbhreac

ଓଡିଆ ବାଇବେଲ

18 ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;

Faic an caibideil Dèan lethbhreac

ପବିତ୍ର ବାଇବଲ

18 ପେରସର ବଂଶାବଳୀ ଏହି ପ୍ରକାର, ପେରସର ପୁତ୍ର ହିଷ୍ରୋଣ,

Faic an caibideil Dèan lethbhreac




ରତର ବିବରଣ 4:18
7 Iomraidhean Croise  

ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।


ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,


ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”


“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।


ହିଷ୍ରୋଣର ପୁତ୍ର ରାମ୍‍ ଓ ରାମ୍‍ର ପୁତ୍ର ଅମ୍ମୀନାଦବ


Lean sinn:

Sanasan


Sanasan