Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍‍

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍‍

Faic an caibideil Dèan lethbhreac

ପବିତ୍ର ବାଇବଲ

21 ସ‌ଲ୍‌ମୋନର ପୁତ୍ର ବୋୟାଜ ଓ ବୋୟାଜର ପୁତ୍ର ଓବେଦ,

Faic an caibideil Dèan lethbhreac




ରତର ବିବରଣ 4:21
6 Iomraidhean Croise  

ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,


ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,


ତେବେ ବୋୟଜ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ନିଜ ଯୁବାକୁ ପଚାରିଲା, “ଏହି ଯୁବତୀଟି କାହାର?”


ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ


ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।


Lean sinn:

Sanasan


Sanasan