Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ତ ଥିଲା, ତାହା ମୋୟାବ ଦେଶରୁ ବାହୁଡ଼ି ଆସିଥିବା ନୟମୀ ବିକ୍ରୟ କରୁଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ବୋୟାଜ ସେମାନଙ୍କର ରକ୍ଷାକର୍ତ୍ତାକୁ କହିଲା, “ନୟମୀ ପର୍ବତମୟ ଦେଶ ମୋୟାବରୁ ଫେରିଅଛି। ଏବଂ ସେ ତା'ର ଭୂମିକୁ ବିକ୍ରି କରିବାର ଥିଲା, ଯାହାକି ଏଲିମେଲକର ଥିଲା।

Faic an caibideil Dèan lethbhreac




ରତର ବିବରଣ 4:3
5 Iomraidhean Croise  

ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।


ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’


ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।


ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।


Lean sinn:

Sanasan


Sanasan