Biblia Todo Logo
Bìoball air-loidhne

- Sanasan -




ପରମ ଗୀତ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ?

Faic an caibideil Dèan lethbhreac

ଓଡିଆ ବାଇବେଲ

3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?

Faic an caibideil Dèan lethbhreac

ପବିତ୍ର ବାଇବଲ

3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ। ମୁଁ ସେମାନଙ୍କୁ ପଗ୍ଭରିଲି, “ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି?”

Faic an caibideil Dèan lethbhreac




ପରମ ଗୀତ 3:3
10 Iomraidhean Croise  

ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?


ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି।


ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।


Lean sinn:

Sanasan


Sanasan