ପରମ ଗୀତ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। Faic an caibideilଓଡିଆ ବାଇବେଲ2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। Faic an caibideilପବିତ୍ର ବାଇବଲ2 ତୁମ୍ଭର ଦାନ୍ତଗୁଡ଼ିକ ନୂତନ ଲୋମକଟା, ସ୍ନାନରୁ ଉତ୍ଥିତ ମେଷୀ ପଲ ତୁଲ୍ୟ। ସେଗୁଡ଼ିକୁ ଯଥାର୍ଥ ଭାବରେ ମାନିଛି ଏବଂ ସେଗୁଡ଼ିକ ମଧ୍ୟରୁ କେହି ହଜି ନାହାନ୍ତି। Faic an caibideil |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।