ତୀତସ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। Faic an caibideilଓଡିଆ ବାଇବେଲ4 ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ । Faic an caibideilପବିତ୍ର ବାଇବଲ (CL) NT (BSI)4 ମୋର ସମବିଶ୍ୱାସୀ ଓ ଏହି ବିଶ୍ୱାସ ଲାଗି ଯଥାର୍ଥରେ ମୋର ପୁତ୍ର ତୀତସଙ୍କ ନିକଟକୁ ମୁଁ ଏହି ପତ୍ର ଲେଖୁଛି: ପିତା ଈଶ୍ୱର ଓ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ତୁମକୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ। Faic an caibideilପବିତ୍ର ବାଇବଲ4 ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ। Faic an caibideil |