ତୀତସ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ; Faic an caibideilଓଡିଆ ବାଇବେଲ5 ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ | Faic an caibideilପବିତ୍ର ବାଇବଲ5 ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା'ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ। Faic an caibideil |