Biblia Todo Logo
Bìoball air-loidhne

- Sanasan -




ତୀତସ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ତୁମ୍ଭେ ଯେପରି ସମାଲୋଚିତ ନ ହୁଅ, ସେଥିପାଇଁ ତୁମ୍ଭେ ସତ କୁହ। ତା'ହେଲେ ଜଣେ ବିରୋଧୀ ମଧ୍ୟ ଲଜ୍ଜାବୋଧ କରିବ କାରଣ ସେ ଆମ୍ଭ ବିରୁଦ୍ଧରେ କୌଣସି ମନ୍ଦ ବିଷୟ ପାଇବ ନାହିଁ।

Faic an caibideil Dèan lethbhreac




ତୀତସ 2:8
15 Iomraidhean Croise  

ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।


ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?


ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;


ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।


ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।


ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,


ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


Lean sinn:

Sanasan


Sanasan