ତୀତସ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ। Faic an caibideilଓଡିଆ ବାଇବେଲ3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ । Faic an caibideilପବିତ୍ର ବାଇବଲ (CL) NT (BSI)3 ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ। Faic an caibideilପବିତ୍ର ବାଇବଲ3 ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ। Faic an caibideil |