ତୀତସ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ। Faic an caibideilଓଡିଆ ବାଇବେଲ7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ । Faic an caibideilପବିତ୍ର ବାଇବଲ (CL) NT (BSI)7 ତାଙ୍କ ଅନୁଗ୍ରହରୁ ଆମେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ, ଆମ୍ଭମାନଙ୍କ ଭରସା ଅନୁଯାୟୀ ଅନନ୍ତ ଜୀବନରେ ପ୍ରବେଶ କରିବାକୁ ସୁଯୋଗ ପାଇଛୁ। Faic an caibideilପବିତ୍ର ବାଇବଲ7 ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତ ଜୀବନ ପାଇବୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ। Faic an caibideil |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।