Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ଵନାଦାୟକ କଥା କହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ମୋ’ ସହିତ କଥା ହେଉଥିବା ସ୍ୱର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ୱନାମୂଳକ କଥା କହିଲେ।

Faic an caibideil Dèan lethbhreac




ଯିଖରୀୟ 1:13
14 Iomraidhean Croise  

ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।


ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।


ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”


ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’


ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


Lean sinn:

Sanasan


Sanasan