ଯିଖରୀୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ତୁମ୍ଭମାନଙ୍କର ପିତୃପୁରୁଷଗଣର ପ୍ରତି ଅତିଶୟ ବିରକ୍ତ ହୋଇଥିଲେ। Faic an caibideilଓଡିଆ ବାଇବେଲ2 ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ। Faic an caibideilପବିତ୍ର ବାଇବଲ2 ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଥିଲେ। Faic an caibideil |