ଯିଖରୀୟ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ12 ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମରେ, ସେମାନେ ସବୁସ୍ଥାନକୁ ଯିବେ।” ଏହା ସଦାପ୍ରଭୁ କହିଥିଲେ। Faic an caibideil |