ଯିଖରୀୟ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 କାରଣ ଠାକୁରମାନେ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ଵପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ଵନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି , ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ପାଳକ କେହି ନାହିଁ। Faic an caibideilଓଡିଆ ବାଇବେଲ2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି। Faic an caibideilପବିତ୍ର ବାଇବଲ2 କାରଣ ମୂର୍ତ୍ତିଗୁଡ଼ିକ ପ୍ରବଞ୍ଚନା ପୂର୍ଣ୍ଣ ବାକ୍ୟ କହିଥିଲେ ଏବଂ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ଦେଖିଥିଲେ। ସେମାନେ ମୂଲ୍ୟହୀନ ସ୍ୱପ୍ନ ଏବଂ ସେମାନେ ମିଥ୍ୟା ସାନ୍ତ୍ୱନା ଦେଲେ। ସେଥିପାଇଁ ସେମାନେ ମେଷ ତୁଲ୍ୟ ବୁଲିବେ, ଆଉ କଷ୍ଟ ଭୋଗିବେ କାରଣ ସେମାନଙ୍କର କୌଣସି ମେଷପାଳକ ନାହାନ୍ତି। Faic an caibideil |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।