ଯିଖରୀୟ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ। Faic an caibideilଓଡିଆ ବାଇବେଲ4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ। Faic an caibideilପବିତ୍ର ବାଇବଲ4 “କୋଣ ପ୍ରସ୍ତର, ତାଙ୍କଠାରୁ ତମ୍ବୁର କିଳା, ଯୁଦ୍ଧର ଧନୁ ଏବଂ ସମସ୍ତ ସୈନ୍ୟାଧିପତି, ଏକତ୍ର ଯିହୁଦାରୁ ଆସିବେ। Faic an caibideil |
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।