ଯିଖରୀୟ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ଵାରୋହୀମାନେ ଘାବରା ହେବେ। Faic an caibideilଓଡିଆ ବାଇବେଲ5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ। Faic an caibideilପବିତ୍ର ବାଇବଲ5 ସେମାନେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦେବେ। ସେମାନେ ଯୁଦ୍ଧ କରି ଶତ୍ରୁପକ୍ଷର ଅଶ୍ୱାରୋହୀମାନଙ୍କୁ ମଧ୍ୟ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି। Faic an caibideil |