ଯିଖରୀୟ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ସେମାନଙ୍କର ଅଧିକାରୀମାନେ ସେମାନଙ୍କୁ ବଧ କରନ୍ତି ଓ ଆପଣାମାନଙ୍କୁ ନିର୍ଦ୍ଦୋଷ ବୋଲି ଜ୍ଞାନ କରନ୍ତି; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରନ୍ତି ନାହିଁ। Faic an caibideilଓଡିଆ ବାଇବେଲ5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି। Faic an caibideilପବିତ୍ର ବାଇବଲ5 ଯେଉଁମାନେ ସେଗୁଡ଼ିକୁ କିଣନ୍ତି ସେମାନେ ସେଗୁଡ଼ିକୁ ହତ୍ୟା କଲେ, ଆଉ ସେମାନେ ଦୋଷୀ ସାବ୍ୟସ୍ତ ହେବେ ନାହିଁ। ଯେଉଁମାନେ ସେଗୁଡ଼ିକୁ ବିକ୍ରୀ କରନ୍ତି, କହିବେ, ‘ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ମୁଁ ଧନୀ ହୋଇଅଛି।’ ଏବଂ ସେମାନଙ୍କର ମେଷପାଳକମାନଙ୍କର ସେମାନଙ୍କର ମେଷ ଦଳର ଉପରେ ଦୟା ନ ଥିବ।” Faic an caibideil |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।