ଯିଖରୀୟ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ କ୍ଳା; ହୋଇଥିଲା ଓ ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। Faic an caibideilଓଡିଆ ବାଇବେଲ8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। Faic an caibideilପବିତ୍ର ବାଇବଲ8 ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ। Faic an caibideil |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”