ଯିଖରୀୟ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ। Faic an caibideilଓଡିଆ ବାଇବେଲ3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ। Faic an caibideilପବିତ୍ର ବାଇବଲ3 ଯଦି କେହି ଭବିଷ୍ୟଦ୍ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା ବାକ୍ୟ କହିଛ।’ ତା'ର ପିତା ଏବଂ ମାତା ଯିଏ ତାକୁ ଧାରଣ କରିଛନ୍ତି ସେ ଯେତେବେଳେ ଭବିଷ୍ୟଦ୍ବାଣୀ କରିବ ତାକୁ ଖଡ଼୍ଗରେ ବିନାଶ କରିବେ। Faic an caibideil |