ଯିଖରୀୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ6 “ଉତ୍ତର ଦେଶରୁ ପଳାୟନ କର। ହଁ, ଏହା ସତ୍ୟ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ। Faic an caibideil |