ଯିଖରୀୟ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ; ଏକ ପ୍ରସ୍ତରର ଉପରେ ସାତ ଚକ୍ଷୁ ଅଛି; ଦେଖ, ତହିଁର ମୁଦ୍ରା ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା। Faic an caibideilଓଡିଆ ବାଇବେଲ9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା। Faic an caibideilପବିତ୍ର ବାଇବଲ9 ଯିହୋଶୂୟଙ୍କ ସମ୍ମୁଖରେ ଆମ୍ଭେ ଯେଉଁ ସ୍ୱତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସେହି ପ୍ରସ୍ତରରେ ସାତୋଟି ଚକ୍ଷୁ ଅଛି। ସେହି ସ୍ୱତନ୍ତ୍ର ପ୍ରସ୍ତର ଉପରେ ଆମ୍ଭେ ବାର୍ତ୍ତା ଖୋଦନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦେଖାଇବ।” Faic an caibideil |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”