ଯିଖରୀୟ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?” Faic an caibideilପବିତ୍ର ବାଇବଲ (Re-edited) - (BSI)11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ଵରେ ଓ ତହିଁର ବାମ ପାର୍ଶ୍ଵରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କଅଣ? Faic an caibideilଓଡିଆ ବାଇବେଲ11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ ?” Faic an caibideilପବିତ୍ର ବାଇବଲ11 ତା'ପରେ ମୁଁ ତାଙ୍କୁ କହିଲି, “ଦ୍ୱୀପରୁଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ’ଣ?” Faic an caibideil |