Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, ଏସବୁ କଅଣ, ତାହା କି ତୁମ୍ଭେ ଜାଣି ନାହଁ? ପୁଣି, ତହିଁରେ ମୁଁ କହିଲି, ହେ ମୋର ପ୍ରଭୁ, ଜାଣୁ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

5 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ କ’ଣ ଜାଣ ନାହିଁ ଏଗୁଡ଼ିକ ସବୁ କ’ଣ?” ମୁଁ କହିଲି “ନାଁ, ମୋର ମହାଶୟ।”

Faic an caibideil Dèan lethbhreac




ଯିଖରୀୟ 4:5
9 Iomraidhean Croise  

ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”


ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।


ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।


ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’


ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”


ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”


ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?


Lean sinn:

Sanasan


Sanasan