ଯିଖରୀୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?” Faic an caibideilପବିତ୍ର ବାଇବଲ (Re-edited) - (BSI)7 ହେ ବୃହତ ପର୍ବତ, ତୁମ୍ଭେ କିଏ? ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ; ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ଵନି କରି ସେ ମସ୍ତକ ସ୍ଵରୂପ ପ୍ରସ୍ତର ବାହାର କରି ଆଣିବ। Faic an caibideilଓଡିଆ ବାଇବେଲ7 “ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?” Faic an caibideilପବିତ୍ର ବାଇବଲ7 ହେ ମହାନ ପର୍ବତ! ତୁମ୍ଭେ କ’ଣ? ଯିରୁବ୍ବାବିଲ ସମ୍ମୁଖରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। ‘ପରମେଶ୍ୱରଙ୍କର ଏହା ଉପରେ କୃପା ହେଉ! ଧ୍ୱନି ମଧ୍ୟରେ ସେ କୋଣର ପ୍ରସ୍ତର ଆଣିବ।’” Faic an caibideil |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।