Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସଦାପ୍ରଭୁ ଏହି ବାର୍ତ୍ତା ମୋତେ ପଠାଇଲେ।

Faic an caibideil Dèan lethbhreac




ଯିଖରୀୟ 4:8
3 Iomraidhean Croise  

ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”


Lean sinn:

Sanasan


Sanasan