Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, ହେ ମୋର ପ୍ରଭୁ, ଏସବୁ କଅଣ?

Faic an caibideil Dèan lethbhreac

ଓଡିଆ ବାଇବେଲ

4 ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ ?”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ମୁଁ ପଗ୍ଭରିଲି, “ମୋର ମହାଶୟ, ଏଗୁଡ଼ିକର ଅର୍ଥ କ’ଣ?”

Faic an caibideil Dèan lethbhreac




ଯିଖରୀୟ 6:4
5 Iomraidhean Croise  

ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’


ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”


ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”


Lean sinn:

Sanasan


Sanasan